ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଏକ ୪ ଦିନିଆ ଗୁରୁତ୍ୱପୂର୍ଣ୍ଣ ଗସ୍ତରେ ଭାରତରେ ପହଞ୍ଚିଛନ୍ତି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଦ୍ୱିପାକ୍ଷିକ ସମ୍ପର୍କକୁ ସୁଧାରିବା ଏବଂ ଭାରତ-ଆମେରିକା ମଧ୍ୟରେ ଏକ ବଡ଼ ବାଣିଜ୍ୟିକ ଚୁକ୍ତିକୁ ଚୂଡ଼ାନ୍ତ ରୂପ ଦେବା ।
ମାର୍କୋ ରୁବିଓଙ୍କ ଭାରତ ଗସ୍ତ
